ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍ ଆଉଟ୍, ୧୨.୮%ରୁ ବଢ଼ି… ଭୁବନେଶ୍ୱର,୨୦ା୨: ଡ୍ରପ୍ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍ ଆଉଟ୍। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ ଓ ୧୦ମର ସବୁଠୁ ଅଧିକ ପିଲା ପାଠ ଛାଡ଼ିଛନ୍ତି। ନବମ ଓ ଦଶମ…