ବର୍ଷକୁ ୧୦ ଦିନ ବିନା ବ୍ୟାଗ୍ରେ ସ୍କୁଲ ଆସିବେ ଛାତ୍ରୀଛାତ୍ର, ସପ୍ତମ ଶ୍ରେଣୀ ପାଇଁ ସପ୍ତାହକୁ… ଭୁବନେଶ୍ୱର,୮ା୬: ବର୍ଷକୁ ୧୦ ଦିନ ବିନା ବ୍ୟାଗ୍ରେ ସ୍କୁଲ ଆସିବେ ଛାତ୍ରୀଛାତ୍ର। ଜାତୀୟ ଶିକ୍ଷା ନୀତି-୨୦୨୦କୁ ସ୍କୁଲରେ ଲାଗୁ ପାଇଁ ନିଷ୍ପତ୍ତି ନିଆଯାଇଛି। ଏନଇପି-୨୦୨୦ ଅନୁଯାୟୀ, ପାଠ୍ୟକ୍ରମ ରୂପରେଖରେ ପରିବର୍ତ୍ତନ କରାଯାଇଛି। ସମସ୍ତ ଶ୍ରେଣୀର ପିଲାଙ୍କ ବିଷୟବସ୍ତୁ ଉପରୁ ଭାର ହ୍ରାସ…