ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ନେଲା ନୂଆମୋଡ଼, ୧୫ ସଭ୍ୟଙ୍କୁ ଚ୍ୟାଲେଞ୍ଜ କରି…
ଗଞ୍ଜାମ/ଛତ୍ରପୁର,୧୮ା୧୦(ଦିଲ୍ଲୀପ ସାମଲ/ଅଖିଳ ତରାଇ): ଗଞ୍ଜାମ ଜିଲା ହୁମ୍ମା ପଞ୍ଚାୟତରେ ରାଜନୈତିକ ଘଟଣାକ୍ରମ ଏକ ନୂଆମୋଡ଼ ନେଇଛି। ପଞ୍ଚାୟତର ସରପଞ୍ଚ ଶ୍ରୀମତୀ ଜାନକୀ ଦାସଙ୍କ ନେତୃତ୍ୱ ଏବଂ କାର୍ଯ୍ୟଶୈଳୀରେ ଅସନ୍ତୋଷ ପ୍ରକାଶ କରି ୧୫ ଜଣ ଓ୍ବାର୍ଡସଭ୍ୟ ଏକଜୁଟ୍ ହୋଇ ଅନାସ୍ଥା...
ପୌର ଉପାଧ୍ୟକ୍ଷା ଅନାସ୍ଥା ପ୍ରସ୍ତାବ ମାମଲା: ହ୍ବିପ୍ ଜାରିକଲା ବିଜେଡି, ନିର୍ଦ୍ଦେଶ ନ ମାନିଲେ…
ରାୟଗଡ଼ା,୮ା୧୦(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ପୌରପରିଷଦ ଉପାଧ୍ୟକ୍ଷାଙ୍କ ବିରୋଧରେ ୧୯ଜଣ କାଉନସିଲର ସେପ୍ଟେମ୍ବର ୧୨ ତାରିଖରେ ଅନାସ୍ଥା ପ୍ରସ୍ତାବ ଆଣିଥିଲେ। ଏହି ମାମଲାରେ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ସମସ୍ତ ୧୯ଜଣ କାଉନସିଲରଙ୍କୁ ହ୍ବିପ୍ ଜାରି କରିଛନ୍ତି। ଉକ୍ତ...
ରାୟଗଡ଼ା ରାଜନୀତିରେ ନୂଆ ଟୁଇଷ୍ଟ୍, ପୌର ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଆଣିଲେ ୧୯ କାଉନସିଲର
ରାୟଗଡ଼ା,୧୨ା୯(ଆଶିଷ ରଞ୍ଜନ ପଣ୍ଡା): ପୂର୍ବତନ ରାଜ୍ୟସଭା ଏମ୍ପି ଏନ୍ ଭାସ୍କର ରାଓ ଏବଂ ପୂର୍ବତନ ମନ୍ତ୍ରୀ ଲାଲବିହାରୀ ହିମରିକା ବିଜେଡି ଛାଡ଼ିବା ପରେ ବର୍ତ୍ତମାନ ରାୟଗଡ଼ା ଜିଲା ବିଜେଡିରେ ଘନେଇଛି ବିବାଦ। ଫଳସ୍ବରୂପ ରାୟଗଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଶୁଭ୍ରା...
ସରପଞ୍ଚଙ୍କ ବିରୋଧରେ କାଟ୍ ଖାଇଲା ଅନାସ୍ଥା
କଟକ ସଦର,୨୧ା୫(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ପରମହଂସ ପଞ୍ଚାୟତ ସରପଞ୍ଚଙ୍କ ବିରୋଧରେ ବୁଧବାର ଆଗତ ଅନାସ୍ଥା ପ୍ରସ୍ତାବ କାଟ୍ ଖାଇଯାଇଛି। କଟକ ସଦର ତହସିଲଦାର ଦେବଦତ୍ତ ପ୍ରଧାନ ପୂର୍ବାହ୍ନ ୧୦ଟା ୪୦ ମିନିଟ୍ରେ ପଞ୍ଚାୟତ କାର୍ଯ୍ୟାଳୟରେ...
ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଆଣିଲେ ସମିତିସଭ୍ୟ: ବ୍ୟାକ୍ଫୁଟ୍ରେ ବିଜେଡି
ଭବାନୀପାଟଣା/ଥୁଆମୁଳ ରାମପୁର,୨୭।୯ (ଉତ୍ତମ କୁମାର ଦାଶ/ ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକ ରାଜନିତୀରେ ଏବେ ହଟଚମଟ ଦେଖିବାକୁ ମିଳିଛି । ସ୍ଥାନୀୟ ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି ବ୍ଳକ୍ ର ୧୪ ଜଣ...
କାଉନସିଲରଙ୍କ ଆଗରେ ହାର ମାନିଲା ଲୋକଙ୍କ ଜନମତ: ନିର୍ବାଚନ ସମୟକୁ ନେଇ ଭାଜପା,ବିଜେଡି କର୍ମୀ ମୁହାଁମୁହିଁ
ଭବାନୀପାଟଣା,୨୭।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଏନଏସିରେ ମଙ୍ଗଳବାର ଅନାସ୍ଥା ଭୋଟ ଗ୍ରହଣ କରାଯାଇଥିଲା। ଜୁନାଗଡ଼ ନଗରପାଳ ମୁକେଶ ଅଗ୍ରୱାଲଙ୍କ ବିପକ୍ଷରେ ବିଜେଡିର ୧୦ କାଉନସିଲର ଭୋଟ୍ ଦେଇଥିଲେ ବୋଲି ଉପାଧ୍ୟକ୍ଷା ହିମାଦ୍ରୀ ନାଏକ ପ୍ରକାଶ କରିଛନ୍ତି। ତେବେ...
Archives


