ଭୁବନେଶ୍ୱର,୧୮।୯: ରାଜ୍ୟ ସରକାର ବିରୋଧରେ ଅନାସ୍ଥା ଆଣିଲା କଂଗ୍ରେସ । ବିଧାନସଭା ସଚିବଙ୍କ ଜରିଆରେ ବାଚସ୍ପତିଙ୍କୁ ଚିଠି ଦେଇଛି କଂଗ୍ରେସ । ପ୍ରସ୍ତାବ ସପକ୍ଷରେ ୧୫ ବିଧାୟକଙ୍କ…