Tag Archives: No Confidence Motion

ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି, କହିଲେ ମୋ’ ବିରୋଧରେ…

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ୨୨ରୁ ୨୧ ଜଣ ଓ୍ବାର୍ଡ ସଭ୍ୟା/ସଭ୍ୟ ଅନାସ୍ଥା ଆଣିଛନ୍ତି। ୨୭ ତାରିଖରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ଉପଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ତେବେ…

ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ ସଭ୍ୟଙ୍କ ମଧ୍ୟରୁ ୨୧ ଜଣ ତାଙ୍କ ନାଁରେ ଅନାସ୍ଥା ଆଣିଛନ୍ତି। ଅନାସ୍ଥା ଆଗତ…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର ପୌରପରିଷଦର ୧, ୨, ୩, ୫, ୬, ୮, ୯, ୧୦, ୧୧,…

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ନେଲା ନୂଆମୋଡ଼, ୧୫ ସଭ୍ୟଙ୍କୁ ଚ୍ୟାଲେଞ୍ଜ କରି…

ଗଞ୍ଜାମ/ଛତ୍ରପୁର,୧୮ା୧୦(ଦିଲ୍ଲୀପ ସାମଲ/ଅଖିଳ ତରାଇ): ଗଞ୍ଜାମ ଜିଲା ହୁମ୍ମା ପଞ୍ଚାୟତରେ ରାଜନୈତିକ ଘଟଣାକ୍ରମ ଏକ ନୂଆମୋଡ଼ ନେଇଛି। ପଞ୍ଚାୟତର ସରପଞ୍ଚ ଶ୍ରୀମତୀ ଜାନକୀ ଦାସଙ୍କ ନେତୃତ୍ୱ ଏବଂ କାର୍ଯ୍ୟଶୈଳୀରେ ଅସନ୍ତୋଷ ପ୍ରକାଶ କରି ୧୫ ଜଣ ଓ୍ବାର୍ଡସଭ୍ୟ ଏକଜୁଟ୍‌ ହୋଇ ଅନାସ୍ଥା ପ୍ରସ୍ତାବ…

ପୌର ଉପାଧ୍ୟକ୍ଷା ଅନାସ୍ଥା ପ୍ରସ୍ତାବ ମାମଲା: ହ୍ବିପ୍‌ ଜାରିକଲା ବିଜେଡି, ନିର୍ଦ୍ଦେଶ ନ ମାନିଲେ…

ରାୟଗଡ଼ା,୮ା୧୦(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ପୌରପରିଷଦ ଉପାଧ୍ୟକ୍ଷାଙ୍କ ବିରୋଧରେ ୧୯ଜଣ କାଉନସିଲର ସେପ୍ଟେମ୍ବର ୧୨ ତାରିଖରେ ଅନାସ୍ଥା ପ୍ରସ୍ତାବ ଆଣିଥିଲେ। ଏହି ମାମଲାରେ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ସମସ୍ତ ୧୯ଜଣ କାଉନସିଲରଙ୍କୁ ହ୍ବିପ୍‌ ଜାରି କରିଛନ୍ତି। ଉକ୍ତ ହ୍ବିପ୍‌…

ରାୟଗଡ଼ା ରାଜନୀତିରେ ନୂଆ ଟୁଇଷ୍ଟ୍‌, ପୌର ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଆଣିଲେ ୧୯ କାଉନସିଲର

ରାୟଗଡ଼ା,୧୨ା୯(ଆଶିଷ ରଞ୍ଜନ ପଣ୍ଡା): ପୂର୍ବତନ ରାଜ୍ୟସଭା ଏମ୍‌ପି ଏନ୍‌ ଭାସ୍କର ରାଓ ଏବଂ ପୂର୍ବତନ ମନ୍ତ୍ରୀ ଲାଲବିହାରୀ ହିମରିକା ବିଜେଡି ଛାଡ଼ିବା ପରେ ବର୍ତ୍ତମାନ ରାୟଗଡ଼ା ଜିଲା ବିଜେଡିରେ ଘନେଇଛି ବିବାଦ। ଫଳସ୍ବରୂପ ରାୟଗଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ…

ସରପଞ୍ଚଙ୍କ ବିରୋଧରେ କାଟ୍‌ ଖାଇଲା ଅନାସ୍ଥା

କଟକ ସଦର,୨୧ା୫(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ପରମହଂସ ପଞ୍ଚାୟତ ସରପଞ୍ଚଙ୍କ ବିରୋଧରେ ବୁଧବାର ଆଗତ ଅନାସ୍ଥା ପ୍ରସ୍ତାବ କାଟ୍‌ ଖାଇଯାଇଛି। କଟକ ସଦର ତହସିଲଦାର ଦେବଦତ୍ତ ପ୍ରଧାନ ପୂର୍ବାହ୍ନ ୧୦ଟା ୪୦ ମିନିଟ୍‌ରେ ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚିଥିଲେ।…

ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଆଣିଲେ ସମିତିସଭ୍ୟ: ବ୍ୟାକ୍‌ଫୁଟ୍‌ରେ ବିଜେଡି

ଭବାନୀପାଟଣା/ଥୁଆମୁଳ ରାମପୁର,୨୭।୯ (ଉତ୍ତମ କୁମାର ଦାଶ/ ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକ ରାଜନିତୀରେ ଏବେ ହଟଚମଟ ଦେଖିବାକୁ ମିଳିଛି । ସ୍ଥାନୀୟ ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି ବ୍ଳକ୍ ର ୧୪ ଜଣ ସମିତିସଭ୍ୟା/ସଭ୍ୟ।…

କାଉନସିଲରଙ୍କ ଆଗରେ ହାର ମାନିଲା ଲୋକଙ୍କ ଜନମତ: ନିର୍ବାଚନ ସମୟକୁ ନେଇ ଭାଜପା,ବିଜେଡି କର୍ମୀ ମୁହାଁମୁହିଁ

ଭବାନୀପାଟଣା,୨୭।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଏନଏସିରେ ମଙ୍ଗଳବାର ଅନାସ୍ଥା ଭୋଟ ଗ୍ରହଣ କରାଯାଇଥିଲା। ଜୁନାଗଡ଼ ନଗରପାଳ ମୁକେଶ ଅଗ୍ରୱାଲଙ୍କ ବିପକ୍ଷରେ ବିଜେଡିର ୧୦ କାଉନସିଲର ଭୋଟ୍‌ ଦେଇଥିଲେ ବୋଲି ଉପାଧ୍ୟକ୍ଷା ହିମାଦ୍ରୀ ନାଏକ ପ୍ରକାଶ କରିଛନ୍ତି। ତେବେ ଧାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?