ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି… ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଭୋଟିଂ ଶେଷ ହୋଇଛି। ଅପରପକ୍ଷରେ ସରପଞ୍ଚ ଓଝା…