‘ନୋ କିଙ୍ଗସ୍’ ଆନ୍ଦୋଳନରେ ଦୋହଲି ଗଲାଣି ଆମେରିକା, ଗାଦିଚ୍ୟୁତ ହେବେ ଟ୍ରମ୍ପ! ଓ୍ବାଶିଂଟନ,୨୯।୩: ଆମେରିକା ବର୍ତ୍ତମାନ ଦୁଇଟି ପ୍ରମୁଖ ମୋର୍ଚ୍ଚା ସହିତ ସଂଘର୍ଷ କରୁଛି। ଗୋଟିଏ ପଟେ, ପଶ୍ଚିମ ଏସିଆରେ ଇରାନ ବିରୁଦ୍ଧରେ ଚାଲିଥିବା ସଂଘର୍ଷରେ ହଜାର ହଜାର ଲୋକଙ୍କ ଜୀବନ ଯାଇଛି; ଅନ୍ୟପଟେ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୀତି ବିରୁଦ୍ଧରେ ଦେଶ ଭିତରେ…