ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି… ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର ପାଠପଢ଼ା ସହ ସରକାରୀ କାମ ସମ୍ଭାଳୁଛନ୍ତି। ଫଳରେ ଗୁଣାତ୍ମକ ଶିକ୍ଷା ବାଧାପ୍ରାପ୍ତ ହେଉଛି।…