ପିସିଆର ଭ୍ୟାନରେ ନାହିଁ ପ୍ରଦୂଷଣ ସାର୍ଟିଫିକେଟ୍, ମନଇଚ୍ଛା କରୁଛି ଯାତାୟାତ, ଲୋକେ କହିଲେ ଆମର ଚାଲାଣ କଟିଲେ… ଭୁବନେଶ୍ୱର,୨୯।୧୨(ତ୍ରିନାଥ ମହାନ୍ତି): ଆଇନ ସମସ୍ତଙ୍କ ପାଇଁ ସମାନ। ସେ ଅଧିକାରୀ ହୁଅନ୍ତୁ ବା ସାଧାରଣ ଲୋକ। ଏବେ ରାଜ୍ୟରେ ପ୍ରଦୂଷଣ ନିୟନ୍ତ୍ରଣ(ପିୟୁସି) ସାର୍ଟିଫିକେଟ ସବୁ ଗାଡ଼ି ପାଇଁ ବାଧ୍ୟତାମୂଳକ କରାଯାଇଛି। ଏପରି କି ଯେଉଁ ଗାଡ଼ିର ପିୟୁସି ସାର୍ଟିଫିକେଟ ନାହିଁ...