ଲୋକସଭାରେ ବାଚସ୍ପତିଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ କାଟ୍; ଗୃହରେ ପ୍ରବଳ ହଟ୍ଟଗୋଳ ନୂଆଦିଲ୍ଲୀ,୧୧ା୩: ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ବିରୋଧୀ ଦଳ ପକ୍ଷରୁ ଆଗତ ଅନାସ୍ଥା ପ୍ରସ୍ତାବ ଖାରଜ ହୋଇଯାଇଛି। ପ୍ରବଳ ହଟ୍ଟଗୋଳ ଓ ନାରାବାଜି ମଧ୍ୟରେ ବାଚନିକ ଭୋଟ୍ ଜରିଆରେ ଏହି ପ୍ରସ୍ତାବକୁ ଖାରଜ କରାଯାଇଛି। ସଂଖ୍ୟା ଦୃଷ୍ଟିରୁ ଏନଡିଏ ପକ୍ଷ…