ବଡ଼ ସୂଚନା; କୋଲକାତାରେ ଆଜି ନିର୍ବାଚନ ବିଜୟ ଉତ୍ସବ ମନା, ଜାଣନ୍ତୁ କାରଣ କୋଲକାତା,୪।୫: ପଶ୍ଚିମବଙ୍ଗ ବିଧାନସଭାର ନିର୍ବାଚନର ଭୋଟ ଗଣତି ସକାଳ ୮ ଟାରୁ ଆରମ୍ଭ ହୋଇଛି । ପ୍ରାରମ୍ଭିକ ଟ୍ରେଣ୍ଡ ଅନୁସାରେ, ଭାଜପା ୧୨୩ଟି ଆସନରେ ଆଗୁଆ ଥିବା ବେଳେ ଟିଏମସି ୧୦୯ଟି ଆସନରେ ଆଗୁଆ ରହିଛି । ତେବେ ସନ୍ଧ୍ୟା ସୁଦ୍ଧା…