ମୀନାକ୍ଷୀ ନଟରାଜନଙ୍କ ନାମାଙ୍କନପତ୍ର ଖାରଜ, ଆଜି ହୋଇପାରେ ଆଲୋଚନା ଭୋପାଳ,୧୦ା୬: ମଧ୍ୟପ୍ରଦେଶରୁ ରାଜ୍ୟ ସଭାରେ ଖାଲି ପଡ଼ିବାକୁ ଥିବା ୩ଟି ଆସନ ଲାଗି ନିର୍ବାଚନ ହେବାକୁ ଯାଉଥିବାବେଳେ ଭାଜପାର ଏକ ଅଭିଯୋଗ ଆଧାରରେ କଂଗ୍ରେସ ପ୍ରାର୍ଥୀ ମୀନାକ୍ଷୀ ନଟରାଜନଙ୍କ ନାମାଙ୍କନପତ୍ରକୁ ମଙ୍ଗଳବାର ରିଟର୍ନିଂ ଅଫିସର ଖାରଜ କରିଦେଇଛନ୍ତି। ମୀନାକ୍ଷୀ ତାଙ୍କ ସତ୍ୟ…