Tag Archives: nomination

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ ଆସି ପ୍ରାର୍ଥୀମାନେ ନାମାଙ୍କନ ଭରିଛନ୍ତି। ଏହି ସମୟରେ ଢୋଲ ନିଶାନ ତ କେଉଁଠି…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା ପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉଷ୍ଣତା ପ୍ରକାଶ ପାଇଛି। ବିଶେଷ କରି ଛାତ୍ର ସଂସଦ…

ଏଲଜେପି(ଆର)କୁ ଲାଗିଲା ଶକ୍ତ ଧକ୍କା, ରଦ୍ଦ ହେଲା ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର

ଛପରା,୧୮।୧୦: ମାଧୌରା ନିର୍ବାଚନମଣ୍ଡଳୀରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଠାରେ ଚାରି ଜଣ ପ୍ରାର୍ଥୀଙ୍କ ନାମାଙ୍କନ ପ୍ରତ୍ୟାଖ୍ୟାନ କରାଯାଇଛି। ଏଥିରେ ଏନଡିଏ ସମର୍ଥିତ ଏଲଜେପି (ରାମ ବିଳାସ) ପ୍ରାର୍ଥୀ ଏବଂ ଫିଲ୍ମ ଷ୍ଟାର ସୀମା ସିଂହ, ବିଏସପିର ଆଦିତ୍ୟ କୁମାର,…

ପ୍ରାର୍ଥିପତ୍ର ଦାଖଲ କଲେ ଅରିନ୍ଦମ

ସାଲେପୁର,୯ା୫: ସାଲେପୁରର ଭାଜପା ବିଧାୟକ ପ୍ରାର୍ଥୀ ଅରିନ୍ଦମ ରାୟ ଗୁରୁବାର ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ଆସି ଅରିନ୍ଦମ ଆଜି ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ପୂର୍ବରୁ ସେ କଟକର ଚଣ୍ଡୀମନ୍ଦିର ଯାଇ ମା’ଙ୍କ…

ନାମାଙ୍କନ ଦାଖଲ ବେଳେ ଅପରାଜିତା-ମନ୍ମଥଙ୍କ ସମର୍ଥକ ମୁହାଁମୁହିଁ

ଖୋର୍ଦ୍ଧା,୨ା୫: ଗୁରୁବାର ନାମାଙ୍କନପତ୍ର ଦାଖଲ ବେଳେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ମୁହାଁମୁହିଁ ହୋଇଛନ୍ତି ଏମ୍‌ପି ତଥା ଭାଜପା ଲୋକ ସଭା ପ୍ରାର୍ଥିନୀ ଅପରାଜିତା ଷଡ଼ଙ୍ଗୀ ଏବଂ ବିଜେଡିର ଲୋକ ସଭା ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ସମର୍ଥକ। ଉଭୟଙ୍କ ସମର୍ଥକମାନେ ଜୋର୍‌ଦାର ହୋ-ହଲ୍ଲା…

ନାମାଙ୍କନପତ୍ର ଦାଖଲ କଲେ ଡା. ଆଶିଷ ଶତପଥୀ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ଡା. ଆଶିଷ ଶତପଥୀ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ…

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ ମଧ୍ୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର, କୋରାପୁଟ ଲୋକ ସଭା ନିର୍ବାଚନମଣ୍ଡଳୀ ପାଇଁ ୫୫ ଜଣ…

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ କରିଛନ୍ତି। ସୂଚନାଯୋଗ୍ୟ, କୋରାପୁଟ ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ମେ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?