ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି କେଜି ୮୫୦ ଟଙ୍କା ଦରରେ ୫୨୫ କୁଇଣ୍ଟାଲ ବିକ୍ରି ହୋଇଥିଲା। ଅର୍ଥାତ୍ ବୁଧବାର...