LSG vs CSK: ପ୍ଲେୟାର ଅଫ ଦି ମ୍ୟାଚ ପୁରସ୍କାର ଜିତିବା ପରେ ଧୋନୀ ଆଶ୍ଚର୍ଯ୍ୟ ହୋଇ କହିଦେଲେ ଏମିତି କଥା ଲକ୍ଷ୍ନୌ,୧୫।୪: ଲକ୍ଷ୍ନୌର ଏକାନା କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍ରେ ଏମଏସ ଧୋନୀଙ୍କ ଅଧିନାୟକତ୍ୱରେ ଚେନ୍ନାଇ ସୁପର କିଙ୍ଗ୍ସ ଲକ୍ଷ୍ନୌ ସୁପର ଜଏଣ୍ଟସକୁ ୫ ଉଇକେଟ୍ରେ ପରାସ୍ତ କରିଛି। ୧୬୭ ରନର ଟାର୍ଗେଟକୁ ପିଛା କରି ସିଏସକେ ୧୯.୩ ଓଭରରେ ବିଜୟୀ...