ଚିନ୍ତାରେ ପଡିଲା ୟୁକ୍ରେନ୍, ନୂଆ ଚ୍ୟାଲେଞ୍ଜ ଉତ୍ତର କୋରିଆର ଆତ୍ମଘାତୀ ସୈନ୍ୟ ସିଓଲ,୧୪।୧: ୟୁକ୍ରେନ୍ ବିରୋଧରେ ରୁଷିଆ ପାଖାପାଖି ୩ ବର୍ଷ ହେଲା ଯୁଦ୍ଧ ଚଳାଇଛି। ରୁଷିଆ ସେନାର ଆକ୍ରମଣ ସାମର୍ଥ୍ୟ ବଢ଼ାଇବା ପାଇଁ ଉତ୍ତର କୋରିଆ ସେନା ଯୁଦ୍ଧରେ ସାମିଲ ହୋଇଛନ୍ତି। ଶାସକ କିମ୍ ଜଙ୍ଗ୍ ଉନ୍ଙ୍କ ପାଇଁ ମରିବାକୁ ଥିବା ଉତ୍ତର…