”ଆମକୁ ଲଜ୍ଜା ଲାଗିବା କଥା…”, ISL ବିବାଦକୁ ନେଇ ଅଭିନେତା ଜନ୍ ଅବ୍ରାହାମ୍ଙ୍କ ଉଦବେଗ ମୁମ୍ବାଇ,୪।୧: ଗମ୍ଭୀର ସଙ୍କଟ ଦେଇ ଗତି କରୁଛି ଭାରତୀୟ ଫୁଟବଲ। ଇଣ୍ଡିଆନ୍ ସୁପର ଲିଗ୍ (ISL)କୁ ନେଇ ଦିନକୁ ଦିନ ଦ୍ଵନ୍ଦ ବଢ଼ିବାରେ ଲାଗିଛି। ଚାଲିଥିବା ବିବାଦ ଉପରେ ବଲିଉଡ୍ ସୁପରଷ୍ଟାର ତଥା ନର୍ଥଇଷ୍ଟ ୟୁନାଇଟେଡ୍ ଏଫ୍ସି (NEUFC)ର ମାଲିକ...