ରାଜ୍ୟରେ ଏତିକି ଦିନ ପାଇଁ ମହଜୁଦ୍ ଅଛି ତେଲ, ଆତଙ୍କିତ ନ ହେବାକୁ ମନ୍ତ୍ରୀଙ୍କ ପରାମର୍ଶ ଭୁବନେଶ୍ୱର,୧୫ା୫: ରାଜ୍ୟରେ ପେଟ୍ରୋଲ, ଡିଜେଲର ଅଭାବ ନାହିଁ ବୋଲି ଶୁକ୍ରବାର କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ତୈଳ ମହଜୁଦ୍ ଅଛି। ଆତଙ୍କିତ ହୋଇ ତେଲ ନ କିଣିବାକୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ ପାତ୍ର।…