ରାଜ୍ୟ ସଭା ଉପ-ନିର୍ବାଚନ ବିଜ୍ଞପ୍ତି ପ୍ରକାଶ, ନିଯୁକ୍ତ ହେଲେ ରିଟର୍ଣ୍ଣିଂ ଅଫିସର ଭୁବନେଶ୍ୱର,୧।୬: ରାଜ୍ୟ ସଭା ଉପ-ନିର୍ବାଚନ ପାଇଁ ବିଧାନସଭା ସଚ୍ଚିବାଳୟ ପକ୍ଷରୁ ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତିରେ ଉପନିର୍ବାଚନ ପାଇଁ ରିଟର୍ଣ୍ଣିଂ ଅଫିସର ନିଯୁକ୍ତ କରାଯାଇଛି। ବିଧାନସଭା ସଚିବ ସତ୍ୟବ୍ରତ ରାଉତଙ୍କୁ ରିଟର୍ଣ୍ଣିଂ ଅଫିସର୍ ଦାୟିତ୍ୱ ଦିଆଯାଇଥିବା ବେଳେ ବିଦ୍ୟାଧର…