ମଣିପୁରରେ ସ୍ଥିତି ସୁଧାରିବାରେ ମୁଖ୍ୟମନ୍ତ୍ରୀ ଫେଲ୍: ଭାଜପାଠାରୁ ସମର୍ଥନ ଫେରାଇନେଲା ସହଯୋଗୀ ଦଳ ମଣିପୁର,୧୭ା୧୧: ମଣିପୁରରେ ଚାଲିଥିବା ହିଂସା ମଧ୍ୟରେ ନ୍ୟାସନାଲ ପିପୁଲ୍ସ ପାର୍ଟି ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡାଙ୍କୁ ଚିଠି ଲେଖି ସମର୍ଥନ ପ୍ରତ୍ୟାହାର କରିବାକୁ ଜଣାଇଛି। ସେ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ଏନ. ବିରେନ ସିଂଙ୍କ ନେତୃତ୍ୱରେ ସରକାର ବର୍ତ୍ତମାନର...