ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ ନିୟମ ସ୍ପଷ୍ଟ କରିଛି। ଡିସେମ୍ୱର 26, 2025 ରେ ଜାରି ହୋଇଥିବା ଏକ...