Tag Archives: NSA Ajit Doval

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ସୋମବାର (୨୪ ଅଗଷ୍ଟ, ୨୦୨୬) ବେଜିଂରେ ପହଞ୍ଚିବେ। ସେଠାରେ ସେ ତାଙ୍କର ଚାଇନା…

ମୋଦିଙ୍କ ଅଧ୍ୟକ୍ଷତାରେ ବସିଲା CCSର ବଡ଼ ବୈଠକ; ସାମିଲ ହେଲେ NSA ଡୋଭାଲ, କ’ଣ ରହିଛି ପ୍ଲାନ

ନୂଆଦିଲ୍ଲୀ,୩୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସଂସଦ ଭବନ ପରିସରରେ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ CCSର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି । ଏହି ବୈଠକରେ ଜାତୀୟ ସୁରକ୍ଷା ସହିତ ଜଡିତ ପ୍ରମୁଖ ପ୍ରସଙ୍ଗଗୁଡ଼ିକ ଉପରେ ଆଲୋଚନା କରାଯାଉଛି । ପ୍ରତିରକ୍ଷା,…

ହର୍ମୁଜ ସଙ୍କଟ ମଧ୍ୟରେ NSA ଅଜିତ ଡୋଭାଲ ହଠାତ କାହିଁକି ପହଞ୍ଚିଲେ ରିୟାଦ? ଜାଣନ୍ତୁ ପରଦା ପଛର କୂଟନୀତି

ନୂଆଦିଲ୍ଲୀ,୨୦।୪: ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ସାଉଦି ଆରବକୁ ଏକ ଅଚାନକ ଗସ୍ତ କରିଥିଲେ, ଯେଉଁଠାରେ ସେ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ। ଏହି ଗସ୍ତ ସମୟରେ, ଦୁଇ ରାଷ୍ଟ୍ର ମଧ୍ୟରେ ସହଯୋଗର ବିଭିନ୍ନ…

Operation Sindoor: ରାତି ସାରା ‘ଅପରେସନ ସିନ୍ଦୂର’ ଉପରେ ନଜର ରଖିଥିଲେ ମୋଦି

ନୂଆଦିଲ୍ଲୀ,୭।୫: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନରେ ପ୍ରବେଶ କରି ଏୟାର ଷ୍ଟ୍ରାଇକ କରିଛି। ଏହି ଆକ୍ରମଣର ନାଁ ଦିଆଯାଇଛି ‘ଅପରେସନ ସିନ୍ଦୂର’। ଏହି ମିଶନରେ ପ୍ରଧାନମନ୍ତ୍ରୀ ମୋଦି ରାତିସାରା ନଜର ରଖିଥିଲେ। ପହଲଗାମ ହତ୍ୟାକାଣ୍ଡର ପ୍ରତିଶୋଧ ନେବା ପାଇଁ…

ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ୱପୂର୍ଣ୍ଣ ସୁରକ୍ଷା ବୈଠକ, ରାଜନାଥ ସିଂହ, ଏନଏସଏ ଡୋଭାଲ ଉପସ୍ଥିତ

ନୂଆଦିଲ୍ଲୀ, ୨୯।୪: ପାହାଲଗାମ ଆତଙ୍କବାଦୀ ଆକ୍ରମଣ ଏବଂ ଭାରତ-ପାକିସ୍ତାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନ, ୭ ଲୋକ କଲ୍ୟାଣ ମାର୍ଗରେ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ସୁରକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ପ୍ରତିରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?