NSD Keonjhar

ଓଡ଼ିଶାରେ ପ୍ରତିଷ୍ଠା ହେବ ନ୍ୟାସନାଲ ସ୍କୁଲ ଅଫ୍ ଡ୍ରାମାର ଶାଖା

ନୂଆଦିଲ୍ଲୀ,୧୩।୧: ଓଡ଼ିଶାରେ ପ୍ରତିଷ୍ଠା ହେବ ଅଭିନେତା ତିଆରି କାରଖାନା। ନ୍ୟାସନାଲ ସ୍କୁଲ ଅଫ୍ ଡ୍ରାମା (NSD) ର ଏକ ରାଜ୍ୟସ୍ତରୀୟ ଶାଖା କେନ୍ଦୁଝର ଜିଲାରେ ପ୍ରତିଷ୍ଠା ହେବ।…

5 hours ago