nta director general

NEET ପେପର ଲିକ୍ ମାମଲା; ଏନଟିଏ ମହାନିର୍ଦ୍ଦେଶକ ସୁବୋଧ କୁମାର ନିଲମ୍ବିତ

ନୂଆଦିଲ୍ଲୀ,୨୨।୬: NEET ପ୍ରଶ୍ନପତ୍ର ଲିକ୍ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି କେନ୍ଦ୍ର ସରକାର। ଜାତୀୟ ପରୀକ୍ଷା ଆୟୋଜନ ସଂସ୍ଥା (ଏନଟିଏ) ମହାନିର୍ଦ୍ଦେଶକ ସୁବୋଧ କୁମାରଙ୍କୁ ନିଲମ୍ବିତ କରାଯାଇଛି।…

1 year ago