ପଶ୍ଚିମ ଓଡ଼ିଶା ଶାବଳ ବଂଶର ନୂଆଖାଇ ଭେଟ୍ଘାଟ୍ ପ୍ରସ୍ତୁତି, ସଭାପତି ହେଲେ ପର୍ଶୁରାମ ସାହୁ
କେସିଙ୍ଗା,୧୨।୧୧(ତୁମେଶ୍ୱର୍ ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବେଲଖଣ୍ଡି ଧବଳେଶ୍ୱର ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ଶାବଳ ବଂଶର ଏକ ନୂଆଖାଇ ଭେଟ ଘାଟ ପାଇଁ ଏକ ପ୍ରସ୍ତୁତି ଆରମ୍ଭ ହୋଇଛି । ବୈଠକ ଓ ନୂତନ କର୍ମକର୍ତ୍ତା ଗୁରୁବାର…

