ଧାର୍ଯ୍ୟ ହେଲା ନୂଆଖାଇ ଲଗ୍ନ, ଏହିଦିନ ହେବ ପାଳନ… ବଲାଙ୍ଗୀର,୨୭ା୭(ସୁନୀଲ ମହାନ୍ତି): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇର ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ଅଗଷ୍ଟ ୨୮ ତାରିଖ ଗୁରୁବାର ଚଳିତ ବର୍ଷର ନୂଆଖାଇ ପର୍ବ ପାଳନ କରାଯିବ। ବଲାଙ୍ଗୀର ଜିଲାର ଜ୍ୟୋତିଷ ପଣ୍ଡିତ ମହାସଭା ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟି ସିନ୍ଧାନ୍ତକ୍ରମେ…