ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା… ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ ପରେ ଅର୍ଥାତ୍ ୧୫ ତାରିଖ ମଙ୍ଗଳବାର ପାହାନ୍ତିଆ ହେବା ପୂର୍ବରୁ ଏକ ଶୂନ୍ଶାନ…