ସେପ୍ଟେମ୍ବର ୯କୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୯ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଓଡ଼ିଶାର ଗଣପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ପଡ଼ୁଥିବାରୁ ୯ ତାରିଖ ସୋମବାର ମଧ୍ୟ ଛୁଟି ରହିବ। ଏହି ଦିନ…
ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ
ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ମା’ ସମଲେଶ୍ଵରୀଙ୍କ ନିକଟରେ ନବାନ୍ନ ହେବା ନେଇ ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ। ମଙ୍ଗଳବାର ଅପରାହ୍ନ ୪ ଟା ସମୟରେ ଶ୍ରୀ ଶ୍ରୀ ବ୍ରହ୍ମ ପଣ୍ଡିତ ମହାସଭାରେ ଏଥିପାଇଁ…

