ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ
ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି ପାଣିଗ୍ରାହୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ଆଲୋଚନା କରିଛନ୍ତି। କ୍ୱାରୀ...
ଭୟଙ୍କର ଆତଙ୍କ: ଗୁହାଳେ ପଶି ୧୫ ଛେଳିମେଣ୍ଢାଙ୍କୁ ମାରିଲା କଲରାପତରିଆ
ନୂଆପଡ଼ା/ବୋଡେନ,୩ା୧୨ (ମକାରୁ ବେମାଲ/ଟିକେଶ୍ୱର ନାଗ): ନୂଆପଡ଼ା ଜିଲା ବୋଡେନ ବ୍ଲକ କର୍ଲାକୋଟ ପଞ୍ଚାୟତ କିରେଝୋଲା ଗାଁ ସର୍ଗିମୁଣ୍ଡାରେ ସୋମବାର ରାତିରେ ଏକ କଲରାପତରିଆ ବାଘ ଜଣେ ବ୍ୟକ୍ତିଙ୍କ ଗୁହାଳରେ ପଶି ୧୫ରୁ ଊର୍ଦ୍ଧ୍ୱ ଛେଳିମେଣ୍ଢାଙ୍କୁ ମାରିଦେଇଛି।ଏହାକୁ ନେଇ ଅଞ୍ଚଳରେ ଭୟର...
ବାଲ୍ୟବିବାହ ଅଟକାଇଲା ପ୍ରଶାସନ
ନୂଆପଡ଼ା,୩୦ା୧୧ (ମକାରୁ ବେମାଲ): ନୂଆପଡ଼ା ଥାନା ଅନ୍ତର୍ଗତ ସିରତୋଲ ଗାଁରେ ଜଣେ ବ୍ୟକ୍ତିଙ୍କ ଘରେ ଚାଲିଥିବା ବାଲ୍ୟବିବାହକୁ ପ୍ରଶାସନ ଅଟକାଇଛି। ଜିଲା ସମାଜ କଲ୍ୟାଣ ଅଧିକାରୀଙ୍କ କାର୍ଯ୍ୟାଳୟର ଜିଲା ସଂଯୋଜକ ରଞ୍ଜନ ସାହୁଙ୍କଠାରୁ ଖବର ପାଇ ଜିଲା ଆଇନସେବା ପ୍ରାଧିକରଣ...
୬୪ ଅଭିଯୋଗ ସମାଧାନ କଲେ ଜିଲାପାଳ, ଏସ୍ପି
ନୂଆପଡ଼ା, ୨୫ା୧୧(ମକାରୁ ବେମାଲ): ନୂଆପଡ଼ା ଜିଲା ସିନାପାଲି ବ୍ଲକ ସଭାଗୃହରେ ଜିଲାପାଳ ମଧୁସୂଦନ ଦାଶ ଓ ଏସ୍ପି ଅମ୍ରିତପାଲ ସିଂଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ କ୍ଷମାନିଧି...
ଜୟଙ୍କ ବିଜୟ ପରେ ବଡ଼ ବୟାନ ଦେଲେ ବସନ୍ତଙ୍କ ପୁଅ, କହିଲେ ଆଉ ଆଶା ନାହିଁ…
ନୂଆପଡା,୧୫।୧୧: ବିଜେଡି ଗଡ଼ ଧ୍ବସ୍ତ କରି ଉପନିର୍ବାଚନରେ ଜୟଙ୍କ ବଡ଼ ବିଜୟ ହୋଇଛି । ୧୧ ବର୍ଷ ପରେ ନୂଆପଡା ପୁଣି ଥରେ ପଦ୍ମ ଫୁଟିଛି । ଭାଜପା ପ୍ରାର୍ଥୀ ଜୟ ତାଙ୍କ ନିକଟତମ ପ୍ରାର୍ଥୀ କଂଗ୍ରେସର ଘାସିରାମ ମାଝୀଙ୍କୁ...
ଫିକା ପଡିଲା ନବୀନଙ୍କ ଚମକ: ନୂଆପଡ଼ାରେ ଦ୍ୱିତୀୟ ସ୍ଥାନ ପାଇଁ ସଂଘର୍ଷ କରୁଛି ବିଜେଡି
ନୂଆପଡ଼ା,୧୪ା୧୧: ଓଡ଼ିଶାରେ ବିଧାନସଭା ନିର୍ବାଚନ ପରାଜୟ ପରେ ପ୍ରଥମ ଉପନିର୍ବାଚନରେ ବିଜେଡି ହାରିବା ଅଭିମୁଖେ ଗତି କରୁଛି। ନୂଆପଡ଼ା ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଜୟ ଢୋଲକିଆ ଏକ ବୃହତ୍ ବିଜୟ ଆଡ଼କୁ ଅଗ୍ରସର ହେଉଛନ୍ତି, ଯାହା...
ନୂଆପଡ଼ା ରେଳ ଷ୍ଟେଶନରେ ପଶିଲେ ଭାଲୁ, ପରେ…
ନୂଆପଡ଼ା,୧୩ା୧୧ (ମକାରୁ ବେମାଲ): ନୂଆପଡ଼ା ରେଳ ଷ୍ଟେଶନ ପରିସରରେ ବୁଧବାର ଭାଲୁ ଆତଙ୍କ ଦେଖାଦେଇଛି। ସୂଚନା ଅନୁସାରେ ଅପରାହ୍ନ ସାଢ଼େ ୪ଟା ସମୟରେ ରେଳ ଷ୍ଟେଶନ ପରିସରକୁ ନିକଟସ୍ଥ ଜଙ୍ଗଲରୁ ୩ଟି ଭାଲୁ ପଶି ଆସିଥିଲେ। ସେମାନେ କୌଣସି କ୍ଷୟକ୍ଷତି...
ନୂଆପଡ଼ାରେ ‘ଡବଲ ଇଞ୍ଜିନ ସରକାର’ ଉପରେ ବର୍ଷିଲେ ଅଖିଳେଶ ଯାଦବ
ନୂଆପଡ଼ା,୯।୧୧: ଓଡ଼ିଶାର ନୂଆପଡ଼ା ଉପନିର୍ବାଚନ ପାଇଁ ସମାଜବାଦୀ ପାର୍ଟିର (ସପା) ସଭାପତି ତଥା ବରିଷ୍ଠ ନେତା ଅଖିଳେଶ ସିଂ ଯାଦବ ରବିବାର ଅପରାହ୍ଣରେ ଦଳୀୟ ପ୍ରାର୍ଥୀ ରମାକାନ୍ତ ହାତୀଙ୍କ ପାଇଁ ଜନସଭାରେ ପ୍ରଚାର କରିଛନ୍ତି। ସ୍ଥାନୀୟ ପୋଲିସ ପଡ଼ିଆରେ ‘ଜୟ...
ନୂଆପଡ଼ା କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର କରିବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ
ନୂଆପଡ଼ା,୨ା୧୧: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀ ଆସନ୍ତା ନଭେମ୍ବର ୭ ତାରିଖରେ ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରଚାର ମୈଦାନକୁ ଓହ୍ଲାଇବେ। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (OPCC) ପକ୍ଷରୁ ଘୋଷଣା କରାଯାଇଛି ଯେ, ରେଡ୍ଡୀ ନୂଆପଡ଼ା ଅନ୍ତର୍ଗତ ସାଲେଭଟାରେ...
ନୂଆପଡ଼ା ଉପନିର୍ବାଚନ: ନାମାଙ୍କନ ଭରିଲେ ୧୯ ପ୍ରାର୍ଥୀ
ନୂଆପଡ଼ା,୨୦।୧୦(ମକାରୁ ବେମାଲ): ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ସୋମବାର ନାମାଙ୍କନ ଶେଷ ହୋଇଛି। ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେମାନେ ହେଲେ ବିଜୁ ଜନତା ଦଳର ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜନତା ଦଳର ଜୟ...
ନଭେମ୍ବର ୧୧ରେ ନୂଆପଡା ଉପନିର୍ବାଚନ, ୧୪ ରେ ଭୋଟ ଗଣତି
ଭୁବନେଶ୍ୱର,୬।୧୦: ନୂଆପଡ଼ା ବିଧାନସଭା ଆସନରେ ଉପନିର୍ବାଚନର ତାରିଖ ଘୋଷଣା ହୋଇଛି। ମୁଖ୍ୟ ନିର୍ବାଚନ ଆୟୋଗ (ECI) ଅନୁଯାୟୀ, ୧୧ ନଭେମ୍ବରରେ ମତଦାନ ଓ ୧୪ ନଭେମ୍ବରରେ ଭୋଟ ଗଣତି ହେବ। ଏହା ମୋହନ ଚରଣ ମାଝିଙ୍କ ନେତୃତ୍ୱାଧୀନ ଭାଜପା ସରକାରର...
ଓଡ଼ିଶାରେ ଉପନିର୍ବାଚନ: ୫୬ଟି ନୂଆ ମତଦାନ କେନ୍ଦ୍ର, ଭୋଟର ତାଲିକା ପ୍ରସ୍ତୁତ
ନୂଆପଡ଼ା,୧୬।୯: ଓଡ଼ିଶାର ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ନ ଉପନିର୍ବାଚନ ପାଇଁ ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ଅନୁଯାୟୀ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ତତ୍ତ୍ୱାବଧାନରେ ୫୬ଟି ନୂତନ ମତଦାନ କେନ୍ଦ୍ର ସୃଷ୍ଟି କରାଯାଇଛି। ମୋଟ ମତଦାନ କେନ୍ଦ୍ର ସଂଖ୍ୟା ୩୦୨ରୁ...
Archives


