ନୂଆପଡ଼ା ଉପନିର୍ବାଚନରେ EVM ଟ୍ୟାମ୍ପରିଂ ଅଭିଯୋଗ ଆଣିଲା ବିଜେଡି, ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗ କରିବ ଦଳ
ଭୁବନେଶ୍ୱର,୨୩।୧୧: ନୂଆପଡା ଉପନିର୍ବାଚନରେ ସରକାରଙ୍କ ପ୍ରାୟୋଜିତ ବଡ଼ ଧରଣର ଜାଲିଆତି ହୋଇଥିବା ଅଭିଯୋଗ କରିଛି ଓଡ଼ିଶାର ବିରୋଧୀ ଦଳ ବିଜେଡି। ନ୍ୟାୟ ପାଇଁ ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗ କରିବ ବୋଲି କହିଛି ବିଜେଡି। ବିରୋଧୀ ଦଳ ନେତା ତଥା...
ନବୀନ ନୂଆପଡ଼ା କାହିଁକି ଯାଇଥିଲେ, ଦଳଳ ଭିତିରି କଥା ଖୋଲି କହିଦେଲେ ….
ଭୁବନେଶ୍ୱର, ୧୭।୧୧: ନୂଆପଡ଼ା ଉପନିର୍ବାଚନ ହାରିବା ପରେ ମୁହଁ ଖୋଲିଲେ ବିଧାୟକ ଗଣେଶ୍ବର ବେହେରା । କହିଦେଲେ ଭିତିରି କଥା। ନବୀନ ପଟ୍ଟନାୟକ ନୂଆପଡ଼ା ଯାଇ ନ ଥିଲେ କହିଥାନ୍ତେ ବୁଝାମଣା ହୋଇଛି।ଯେଉଁମାନେ ନୂଆପଡ଼ା ଯାଇଛନ୍ତି ସେମାନେ ଜାଣିଛନ୍ତି ନବୀନଙ୍କ...
ନୂଆପଡ଼ା ଫଳାଫଳରେ କାରସାଦି ଅଭିଯୋଗ: ନିର୍ବାଚନ କମିଶନଙ୍କୁ ନିନ୍ଦା କଲେ ସ୍ନେହାଙ୍ଗିନୀ ଛୁରିଆ
ନୂଆପଡ଼ା,୧୬ା୧୧: ନୂଆପଡ଼ା ଉପନିର୍ବାଚନ ଫଳାଫଳକୁ ନେଇ ବିଜେଡି ସଙ୍ଗୀନ ଅଭିଯୋଗ ଆଣିଛି। ବିଜେଡି ନେତ୍ରୀ ତଥା ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ କାରସାଦି ହୋଇଥିବା ଅଭିଯୋଗ କରି ଫଳାଫଳକୁ ଖଣ୍ଡନ କରିବା ସହ ନିର୍ବାଚନ କମିଶନଙ୍କୁ କଡ଼ା ନିନ୍ଦା କରିଛନ୍ତି।...
ନୂଆପଡ଼ା ଉପନିର୍ବାଚନ ପରେ ରାଜନୈତିକ ପରିବର୍ତ୍ତନର ସମ୍ଭାବନା, ଭାଙ୍ଗିଯିବ…
ଭୁବନେଶ୍ୱର,୧୬ା୧୧(ସୁନିତ୍ ମିଶ୍ର): ନୂଆପଡ଼ା ଉପନିର୍ବାଚନ ଫଳାଫଳ ଆସିବା ପରେ ଓଡ଼ିଶା ରାଜନୀତିରେ ଅନେକ ରାଜନୈତିକ ଅଙ୍କ ବଦଳିବା ନେଇ ଏବେଠାରୁ ଚର୍ଚ୍ଚା ହେଲାଣି। ଯଦିଓ ଏବେ ବିରୋଧୀ ଆସନରେ ବସୁଛି ତଥାପି ବିଜେଡିର ଭବିଷ୍ୟତ ଏବଂ ଆଭ୍ୟନ୍ତରୀଣ ରାଜନୀତି ବିଷୟରେ...
ଜୟ ଢୋଲକିଆଙ୍କୁ ଆଜିଠୁ ମିଳିବ କି ବିଧାୟକ ଭାବେ ଦରମା? ଜାଣନ୍ତୁ…
ଭୁବନେଶ୍ୱର,୧୫।୧୧: ବିଜେଡି ଗଡ଼ ଧ୍ବସ୍ତ କରି ଉପନିର୍ବାଚନରେ ଜୟଙ୍କ ବଡ଼ ବିଜୟ ହୋଇଛି । ୧୧ ବର୍ଷ ପରେ ନୂଆପଡା ପୁଣି ଥରେ ପଦ୍ମ ଫୁଟିଛି । ଭାଜପା ପ୍ରାର୍ଥୀ ଜୟ ତାଙ୍କ ନିକଟତମ ପ୍ରାର୍ଥୀ କଂଗ୍ରେସର ଘାସିରାମ ମାଝୀଙ୍କୁ...
ଜୟଙ୍କ ବିଜୟ ପରେ ବଡ଼ ବୟାନ ଦେଲେ ବସନ୍ତଙ୍କ ପୁଅ, କହିଲେ ଆଉ ଆଶା ନାହିଁ…
ନୂଆପଡା,୧୫।୧୧: ବିଜେଡି ଗଡ଼ ଧ୍ବସ୍ତ କରି ଉପନିର୍ବାଚନରେ ଜୟଙ୍କ ବଡ଼ ବିଜୟ ହୋଇଛି । ୧୧ ବର୍ଷ ପରେ ନୂଆପଡା ପୁଣି ଥରେ ପଦ୍ମ ଫୁଟିଛି । ଭାଜପା ପ୍ରାର୍ଥୀ ଜୟ ତାଙ୍କ ନିକଟତମ ପ୍ରାର୍ଥୀ କଂଗ୍ରେସର ଘାସିରାମ ମାଝୀଙ୍କୁ...
ଜୟ ଢୋଲକିଆଙ୍କୁ ମିଳିବ ଏତେଟଙ୍କା ଦରମା, ସାଙ୍ଗରେ ମିଳିବ କାର୍
ନୂଆପଡା ଉପନିର୍ବାଚନରେ ଭାଜପା ପାର୍ଥୀ ଜୟ ଢୋଲକିଆ ବିପୁଳ ଭୋଟରେ ଜୟଯୁକ୍ତ ହୋଇଛନ୍ତି। ବର୍ତ୍ତମାନ ସେ ବିଧାୟକ ଭାବେ ଶପଥ ଗ୍ରହଣ କରିବେ। ତେବେ ଜାଣିଛନ୍ତି କି ତାଙ୍କୁ ବିଧାୟକ ଭାବେ କେତେ ଟଙ୍କା ଦରମା ମିଳିବ? ଜଣେ ସାଧାରଣ...
ନୂଆପଡ଼ା ବିଜୟ ପରେ ଆସିଲା ମୁଖ୍ୟମନ୍ତ୍ରୀଙ୍କ ବଡ଼ ପ୍ରତିକ୍ରିୟା: ବିରୋଧୀଙ୍କୁ କହିଲେ…
ଭୁବନେଶ୍ୱର,୧୪ା୧୧: ନୂଆପଡ଼ା ଉପନିର୍ବାଚନରେ ଭାଜପା ବାଜିମାତ୍ କରିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନୂଆପଡ଼ା ବିଜୟକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ନୂଆପଡ଼ା ବିଜୟ ଓଡ଼ିଶା ରାଜନୀତିରେ ନୂଆ ଅଧ୍ୟାୟ ସୃଷ୍ଟି କରିଛି। ସରକାରଙ୍କ ନୀତି, ଜନକଲ୍ୟାଣ କାର୍ଯ୍ୟକ୍ରମ...
ବିଜେଡି ହାତରୁ ଗଲା ନୂଆପଡ଼ା: ବିଧାୟକ ହେଲେ ଜୟ ଢୋଲକିଆ, ସନ୍ଧ୍ୟାରେ ଭେଟିବେ ମୁଖ୍ୟମନ୍ତ୍ରୀଙ୍କୁ…
ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ପ୍ରକାଶ ପାଇଲା ବହୁ ପ୍ରତୀକ୍ଷିତ ନୂଆପଡ଼ା ଉପନିର୍ବାଚନ ଫଳାଫଳ। ବାଜି ମାରିଲେ ଜୟ ଢୋଲକିଆ। ତାଙ୍କ ପିତା ତଥା ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ଗଡ଼ ବଜାୟ ରଖିଲେ ଜୟ। ଏଥିସହ ବିଜେଡି ହାତରୁ ଗଲା ନୂଆପଡ଼ା ଆସନ।...
୨୦ ରାଉଣ୍ଡ ଗଣତି ଶେଷ: ବହୁ ଆଗରେ ଭାଜପା, ଦ୍ୱିତୀୟ ସ୍ଥାନ ପାଇଁ କଂଗ୍ରେସ-ବିଜେଡି ଛକ୍କାପଞ୍ଝା
ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନର ଭୋଟ ଗଣତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ୨୦ ରାଉଣ୍ଡ ଗଣତି ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ୯୭୭୮୯ ଭୋଟ ପାଇଛନ୍ତି। ହେଲେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଘାସିରାମ ମାଝୀଙ୍କୁ ୩୨ହଜାର ୧୯୧ଖଣ୍ଡ...
୧୫ ରାଉଣ୍ଡ ଗଣତି ଶେଷ: ଆସିଲା ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ପ୍ରତିକ୍ରିୟା, କହିଲେ ନୂଆପଡ଼ାବାସୀ…
ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନର ଭୋଟ ଗଣତି ସକାଳ ୮ଟାରୁ ଜାରି ରହିଛି। ୧୫ ରାଉଣ୍ଡ ଗଣତି ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ବଡ଼ ବିଜୟ ପଥେ ଆଗେଇ ଚାଲିଛନ୍ତି। ୧୫ ରାଉଣ୍ଡ ସୁଦ୍ଧା ଜୟ ୭୩୭୪୫ ଭୋଟ...
ନୂଆପଡ଼ା ଉପନିର୍ବାଚନ: ୧୨ ରାଉଣ୍ଡ ଗଣତି ଶେଷ, ଜାଣନ୍ତୁ କିଏ ଆଗରେ…
ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନର ଭୋଟ ଗଣତି ସକାଳ ୮ଟାରୁ ଜାରି ରହିଛି। ୧୨ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ୪୦୩୧୩ ଭୋଟରେ ଆଗୁଆ ରହିଛନ୍ତି। ୧୦ମ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ୫୯୩୬୬ଖଣ୍ଡ ଭୋଟ ମିଳିଥିବା ବେଳେ...
Archives


