ନୂଆପଡ଼ା ଉପନିର୍ବାଚନ: ତୃତୀୟ ରାଉଣ୍ଡ୍ ସୁଦ୍ଧା ଜୟ ଢ଼ୋଲକିଆ ୧୦ ହଜାର ଭୋଟ୍ରେ ଆଗୁଆ
ନୂଆପଡା,୧୪ା୧୧: ନୂଆପଡ଼ା ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତି ଜାରି ରହିଛି। ପ୍ରାରମ୍ଭିକ ରାଉଣ୍ଡ୍ରୁ ହିଁ ଭାଜପା ପ୍ରାର୍ଥୀ ଜୟ ଢ଼ୋଲକିଆ ବଡ଼ ବ୍ୟବଧାନରେ ଆଗୁଆ ରହିଛନ୍ତି। ତୃତୀୟ ରାଉଣ୍ଡ୍ ଶେଷ ସୁଦ୍ଧା ଜୟ ଢ଼ୋଲକିଆ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ୧୦,୦୧୩...
ନୂଆପଡ଼ା ଉପନିର୍ବାଚନ: ପ୍ରଥମ ରାଉଣ୍ଡରେ ଜୟ ଢ଼ୋଲକିଆ ଆଗୁଆ, ଏତିକି ପଛରେ ବିଜେଡି
ନୂଆପଡା,୧୪ା୧୧: ନୂଆପଡ଼ା ବିଧାନସଭା ଉପନିର୍ବାଚନର ଭୋଟ ଗଣତି ଚାଲିଥିବା ବେଳେ ପ୍ରାରମ୍ଭିକ ରାଉଣ୍ଡରେ ଭାଜପା ପ୍ରାର୍ଥୀ ଜୟ ଢ଼ୋଲକିଆ ଆଗୁଆ ରହିଛନ୍ତି। ପ୍ରଥମ ରାଉଣ୍ଡ୍ ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢ଼ୋଲକିଆ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ୩୫୪୭ ଭୋଟ୍ରେ ଆଗୁଆ...
ଫଳାଫଳ କାଉନ୍ଡାଉନ୍ ଆରମ୍ଭ: ରାତିପାହିଲେ ମିଳିବ ନୂଆ ନେତା
ନୂଆପଡ଼ା,୧୩ା୧୧(ମକାରୁ ବେମାଲ): ୧୯୫୧ଠାରୁ ୨୦୨୪ ପର୍ଯ୍ୟନ୍ତ ନୂଆପଡ଼ା ନିର୍ବାଚନମଣ୍ଡଳୀରେ ୮ ଜଣ ନେତାଙ୍କୁ ପରଖିଲେଣି ନୂଆପଡ଼ା ମତଦାତା। ଓଡ଼ିଶା ବିଧାନସଭା ନିର୍ବାଚନ ଆରମ୍ଭ ହେବାଠାରୁ ୨୦୨୪ ପର୍ଯ୍ୟନ୍ତ ଅନୁପ ସିଂଦେଓ, ଚୈତନ୍ୟ ମାଝି, ଜଗନ୍ନାଥ ପଟ୍ଟନାୟକ, ଓମ୍କାର ସିଂ ମାଝି,...
ନୂଆପଡ଼ା ଉପନିର୍ବାଚନ : ବାବା କହିଛନ୍ତି ଘାସିରାମ ଜିତିବେ
ନୂଆପଡ଼ା,୧୩।୧୧(ମକାରୁ ବେମାଲ):କାଲି ପ୍ରକାଶ ପାଇବ ନୂଆପଡ଼ା ଉପନିର୍ବାଚନ ଫଳାଫଳ। ଏ ନେଇ କଂଗ୍ରେସ ନେତା ଘାସିରାମ ମାଝୀ ଗଣମାଧ୍ୟମକୁ କହିଛନ୍ତି, ସେ ଜିତିବେ, ସେ ନର୍ଭସ ନାହାନ୍ତି, ସେ ଜିତିବେ ବୋଲି ପୂର୍ଣ୍ଣମାତ୍ରାରେ ଆତ୍ମ ବିଶ୍ୱାସୀ ଅଛନ୍ତି। କାରଣ ସେ...
ନୂଆପଡ଼ା ଉପନିର୍ବାଚନ: ଆସନ୍ତାକାଲି ନିର୍ଦ୍ଧାରଣ ହେବ ୧୪ ପ୍ରାର୍ଥୀଙ୍କ ଭାଗ୍ୟ
ନୂଆପଡ଼ା,୧୦।୧୧: ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଆସନ୍ତାକାଲି ନଭେମ୍ବର ୧୧ (ମଙ୍ଗଳବାର) ଭୋଟ୍ ଗ୍ରହଣ କରାଯିବ। ନିର୍ବାଚନକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ସମସ୍ତ ପ୍ରସ୍ତୁତି କରାଯାଇଛି। ମୋଟ୍ ୮ ଜଣ ସ୍ୱାଧୀନ ପ୍ରାର୍ଥୀଙ୍କ ସମେତ ୧୪...
ECIଙ୍କ ଦୃଷ୍ଟି ଆକର୍ଷଣ କଲେ ନବୀନ: ଆଣିଲେ ବଡ଼ ଅଭିଯୋଗ
ଭୁବନେଶ୍ୱର,୧୦।୧୧: ନୂଆପଡ଼ା ଉପନିର୍ବାଚନରେ ଆଚରଣବିଧି ଉଲ୍ଲଙ୍ଘନ ହେଉଥିବା ଅଭିଯୋଗ କରି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ECIଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ୪୮ ଘଣ୍ଟାର ନୀରବତା ଅବଧିକୁ କଡ଼ା କଡ଼ି ଭାବେ କାର୍ଯ୍ୟକାରୀ କରିବାକୁ ନବୀନ ECIଙ୍କ ନିକଟରେ ଦାବି...
ନୂଆପଡ଼ା ଉପନିର୍ବାଚନ: ବଢ଼ିଲା ସୁରକ୍ଷା ବ୍ୟବସ୍ଥା
ନୂଆପଡ଼ା,୯।୧୧: ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ଏନେଇ ରବିବାର ଅପରାହ୍ନ ୪ଟାରୁ ନୂଆପଡ଼ାରେ ନୀରବ ଅବଧି ଆରମ୍ଭ ହୋଇଯାଇଛି। ଏପରିକି ଉପନିର୍ବାଚନ ପାଇଁ ନୂଆପଡ଼ାରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଅନ୍ୟପକ୍ଷେ ନୂଆପଡ଼ା...
ନୂଆପଡ଼ା ଉପନିର୍ବାଚନକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ବଡ଼ ସୂଚନା
ଭୁବନେଶ୍ୱର,୯।୧୧: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍. ଗୋପାଳନ ରବିବାର ନୂଆପଡ଼ା ଉପନିର୍ବାଚନକୁ ନେଇ ବଡ଼ ସୂଚନା ଦେଇଛନ୍ତି। ନୂଆପଡ଼ାରେ ଅପରାହ୍ନ ୪ରୁ ନୀରବ ଅବଧି ଆରମ୍ଭ ହୋଇଯାଇଥିବା CEO ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି। ଏପରିକି ଅପରାହ୍ନ ୪ଟା ସୁଦ୍ଧା...
ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ବ୍ୟବସାୟୀଙ୍କ ଘରେ IT ରେଡ
ନୂଆପଡ଼ା,୯ା୧୧: ନୂଆପଡ଼ା ଉପନିର୍ବାଚନ ପ୍ରଚାର ଶେଷ ପର୍ଯ୍ୟାୟରେ। ରବିବାର ଅପରାହ୍ନ ୪ଟା ସୁଦ୍ଧା ନୂଆପଡ଼ା ଛାଡ଼ି ଚାଲିଯିବାକୁ ବାହାର ନେତା ଏବଂ କର୍ମୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଓ ବିଜେଡି ମୁଖିଆ ରୋଡ ଶୋ...
ଉପନିର୍ବାଚନ ପ୍ରଚାରର ଶେଷଦିନ: ୪ଟାରୁ ନୂଆପଡ଼ା ଛାଡ଼
ନୂଆପଡ଼ା,୯।୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷଦିନ। ରବିବାର ଅପରାହ୍ନ ୪ଟାରୁ ସାଇଲେନ୍ସ ପିରିୟଡ ଲାଗୁ ହେବ। ସାଇଲେନ୍ସ ପିରିୟଡ ପୂର୍ବରୁ ସମସ୍ତ ପ୍ରଚାର ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନର। ବାହାର ଲୋକଙ୍କୁ ନୂଆପଡ଼ା...
ନୂଆପଡ଼ାରୁ ନବୀନଙ୍କୁ ନିଶାନା କଲେ ମୋହନ: କହିଦେଇଗଲେ ଭିତିରି କଥା..
ନୂଆପଡ଼ା,୧୧।୮(ମକାରୁ ବେମାଲ): ମୁଖ୍ୟମନ୍ତ୍ରୀ ମୋହନ ମାଝି ଶନିବାର ନୂଆପଡ଼ା ଗସ୍ତରେ ଆସିଛନ୍ତି। ସେଠାରୁ ସେ ସିଧା ନବୀନଙ୍କୁ ନିଶାନା କରିଛନ୍ତି। ସେ କହିଛନ୍ତି, ନୂଆପଡ଼ାର ଆଦିବାସୀ ଜନଜାତି ପ୍ରତି ଅବହେଳା ହୋଇଛି। ଅଭୟାରଣ୍ୟ ଭିତରେ ଥିବା ସୁନାବେଡ଼ା ଗାଁରେ ମୁଖ୍ୟମନ୍ତ୍ରୀ...
ବିଜେଡି ନେତାଙ୍କ ଘରେ IT ରେଡ
ନୂଆପଡ଼ା,୧୧।୮(ମକାରୁ ବେମାଲ): ନୂଆପଡ଼ା ଖରିଆର ରୋଡରେ ବିଜେଡି ନେତାଙ୍କ ଘରେ IT ରେଡ ହୋଇଛି। ନୂଆପଡ଼ା ଖରିଆର ରୋଡରେ ବିଜେଡି ନେତା ମହମ୍ମଦ ଜୁନେଦଙ୍କ ଘରେ IT ରେଡ ହୋଇଥିବା ସୂଚନା ମିଳିଛି। କଂଗ୍ରେସ ଛାଡ଼ି ବିଜେଡିରେ ସାମିଲ ହୋଇଥିଲେ...
Archives


