ନୂଆପଡ଼ା ଉପ-ନିର୍ବାଚନ: ତିନି ପ୍ରମୁଖ ଦଳ ପାଇଁ ସମ୍ମାନର ଲଢ଼େଇ ଭୁବନେଶ୍ୱର,୩।୧୧: ଆସନ୍ତା ନଭେମ୍ବର ୧୧ ତାରିଖରେ ହେବାକୁ ଥିବା ନୂଆପଡ଼ା ବିଧାନସଭା ଉପ-ନିର୍ବାଚନ ପାଇଁ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ବିରୋଧୀ ବିଜୁ ଜନତା ଦଳ (ବିଜେଡି) ଓ କଂଗ୍ରେସ ଜୋରଦାର ପ୍ରଚାର ଚଳାଇଛନ୍ତି। ବିଜେଡି ବିଧାୟକ...