ବିଜେଡିକୁ ବଡ଼ ଝଟ୍କା! ଭାଜପା ପୋଷ୍ଟରରେ ଜୟ ଢୋଲକିଆ ଭୁବନେଶ୍ୱର,୧୧।୧୦: ନୂଆପଡ଼ା ଉପ-ନିର୍ବାଚନକୁ ନେଇ ରାଜନୀତି ସରଗରମ। ନିର୍ବାଚନ ପୂର୍ବରୁ ଦେଖିବାକୁ ମିଳିଛି ବଡ଼ ଟ୍ବିଷ୍ଟ। ସ୍ବର୍ଗତ ବିଜେଡି ନେତା ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ଭାଜପାରେ ଯୋଗ ଦେବାକୁ ଯାଉଛନ୍ତି। ଜୟଙ୍କୁ ସ୍ବାଗତ କରିବାକୁ ଭାଜପା କାର୍ଯ୍ୟାଳୟ...