କଏଦୀ ଫେରାର, ଜେଲର ନିଲମ୍ବିତ
ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ ବିଭାଗୀୟସ୍ତରରେ ତାଙ୍କ ବିରୋଧରେ ଏହି ପଦକ୍ଷେପ ନିଆଯାଇଛି। ସୂଚନା ଅନୁଯାୟୀ, ଗତ ୭ତାରିଖ…

