ଭାରତ-ପାକିସ୍ତାନ ପରସ୍ପରକୁ ଦେଲେ ପରମାଣୁ ଘାଟିର ଠିକଣା, କାହିଁକି ନୂଆବର୍ଷରେ ଏମିତି କଲେ ଦୁଇ ଦେଶ? ଜାଣନ୍ତୁ… ନୂଆଦିଲ୍ଲୀ/ଇସଲାମାବାଦ,୧।୧: ଭାରତ ଏବଂ ପାକିସ୍ତାନ ଗୁରୁବାର (ଡିସେମ୍ବର ୧, ୨୦୨୫) କୂଟନୈତିକ ଚ୍ୟାନେଲ ମାଧ୍ୟମରେ ପରମାଣୁ ପ୍ରତିଷ୍ଠାନ ଏବଂ ସୁବିଧାଗୁଡ଼ିକର ତାଲିକା ଆଦାନପ୍ରଦାନ କରିଥିଲେ। ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଅନୁଯାୟୀ, ପରସ୍ପରର ପରମାଣୁ ପ୍ରତିଷ୍ଠାନ ଉପରେ ଆକ୍ରମଣ ରୋକିବା...