ମୃତ ନର୍ସିଂ ଛାତ୍ରୀଙ୍କ ପରିବାରକୁ ସହାୟତା ରାଶି ଯୋଗାଇବା ଦାବିରେ ୧୨ ଘଣ୍ଟିଆ ରାଇଘର ବନ୍ଦ ନବରଙ୍ଗପୁର,୧୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ରାଇଘର ଥାନା ଅଞ୍ଚଳର ନର୍ସିଂ ଛାତ୍ରୀଙ୍କ ଭୁବନେଶ୍ୱର ଏମ୍ସଠାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିବା ପରେ ରାଜନୀତି ଜୋର ଧରିଛି। ପୀଡ଼ିତାଙ୍କ ପରିବାରକୁ ଏକ କୋଟି ଟଙ୍କାର କ୍ଷତିପୂରଣ ଦାବି କରି ଜିଲା ବିଜେଡି...