ଉମର ଖଲିଦ୍ଙ୍କୁ ଚିଠି ଲେଖିଲେ NYC ମେୟରଙ୍କ ସମେତ ୮ ଆମେରିକୀୟ ସାଂସଦ, ଭାରତକୁ କଲେ ବଡ ଅପିଲ୍ ନୂଆଦିଲ୍ଲୀ,୨।୧: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଜେଲରେ ଥିବା ଉମର ଖାଲିଦ୍ଙ୍କୁ ଆମେରିକାରୁ ଆସିଛି ସମର୍ଥନର ଚିଠି। ୟୁଏପିଏ (UAPA) ଅଧିନରେ ତିହାର ଜେଲରେ ଥିବା ଖାଲିଦ୍ଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ଓ ତ୍ୱରିତ...