OAS ଦେବ ପ୍ରସାଦଙ୍କ ଉପରୁ ନିଲମ୍ବନ ଉଠାଇଲେ ସରକାର, ଦେଲେ ଏହି ବଡ଼ ଦାୟିତ୍ୱ ଭୁବନେଶ୍ୱର,୨୫ା୭: ଓଏଏସ୍ ଦେବ ପ୍ରସାଦ ଦାଶଙ୍କ ଉପରୁ ନିଲମ୍ବନ ଉଠାଇଛନ୍ତି ସରକାର। ତେବେ ନିଲମ୍ବନ ଉଠିବା ପରେ ତାଙ୍କୁ ଏକ ବଡ଼ ଦାୟିତ୍ୱ ଦେଇଛନ୍ତି ସରକାର। ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗର ଯୁଗ୍ମ ସଚିବ ଭାବେ ତାଙ୍କୁ ଦାୟିତ୍ୱ...