ଓଏଏସ୍ ରେଜଲ୍ଟ ପ୍ରକାଶ: ଶ୍ୱେତାଶ୍ରୀ ମହାପାତ୍ର ଟପ୍ପର, ଟପ୍ ଟେନ୍ରେ ଅଛନ୍ତି… ଭୁବନେଶ୍ୱର,୧୯ା୧୦: ଶନିବାର ପ୍ରକାଶ ପାଇଛି ୨୦୨୨ ଓଏଏସ୍ ରେଜଲ୍ଟ। ଏହାର ତାଲିକା ଓଡ଼ିଶା ଲୋକସେବା ଆୟୋଗର ଓ୍ବେବ୍ସାଇଟ୍ www.opsc.gov.inରେ ଉପଲବ୍ଧ। ଏଥିରେ ମୋଟ୍ ୬୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଟପ୍ ଟେନ୍ରେ ୫ ମହିଳା ଏବଂ ୫ ପୁରୁଷ ଅଛନ୍ତି।…