ନୂଆଦିଲ୍ଲୀ,୭।୬: ସରକାର ଗଠନ କରିବାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିମନ୍ତ୍ରଣ କରିବା ପରେ ରବିବାର ସନ୍ଧ୍ୟାରେ ମନ୍ତ୍ରୀମଣ୍ଡଳ ସହିତ ଶପଥ ଗ୍ରହଣ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।…