ନିଶାଙ୍କ ଅଶ୍ଳୀଳ ନାଚ ଭାଇରାଲ ପରେ ଆକ୍ସନରେ ଛତିଶଗଡ଼ ପ୍ରଶାସନ: ୧୭ ଆୟୋଜକ ଗିରଫ, ବଦଳିଲେ ଉପଜିଲାପାଳ ଗରିଆବନ୍ଦ/ଭୁବନେଶ୍ୱର,୧୩।୧: ଯାତ୍ରା ପେଣ୍ଡାଲରେ ଆଇଟମ୍ ଗର୍ଲ ନିଶା ମହାରଣାଙ୍କ ଅଶ୍ଳୀଳ ଡ୍ୟାନ୍ସ ପୁଣି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହାକୁ ନେଇ ଛତିଶଗଡ଼ ଗରିଆବନ୍ଦ ଜିଲା ପ୍ରଶାସନ ପକ୍ଷରୁ ଦୃଢ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇଛି। ଛତିଶଗଡ଼ ପୋଲିସ ୧୭ଜଣ ଆୟୋଜକଙ୍କୁ...