ଗ୍ଲୋବାଲ ୱାର୍ମିଂ ଭାଙ୍ଗୁଛି ୨ ମହାସାଗରର ଜଳବାୟୁ ସମ୍ପର୍କ ୱାଶିଂଟନ/ଲଣ୍ଡନ, ୩୧ା୮ ଗ୍ଲୋବାଲ ୱାର୍ମିଂ (ବିଶ୍ୱତାପନ ବୃଦ୍ଧି) ଏବଂ ମାନବକୃତ କାରଣ ଯୋଗୁ ପ୍ରଶାନ୍ତ ମହାସାଗର ଏବଂ ଭାରତ ମହାସାଗର ମଧ୍ୟରେ ଶତାବ୍ଦୀ ଶତାବ୍ଦୀ ଧରି ରହିଆସିଥିବା ଜଳବାୟୁ ସମ୍ପର୍କ ଭାଙ୍ଗିବାରେ ଲାଗିଛି। ‘ନେଚର କମ୍ୟୁନିକେଶନ୍ସ’ ଜର୍ନାଲରେ ପ୍ରକାଶିତ ଏକ ଗବେଷଣା…