ମହାବାତ୍ୟାକୁ ପୂରିଲା ୨୭ ବର୍ଷ: ଏବେବି ଜୀବନ୍ତ ହୋଇ ରହିଯାଇଛି ସେଦିନର କରାଳ ଦୃଶ୍ୟ
ରାଜନଗର,୨୯ା୧୦(ଭାସ୍କର ରାଉତରାୟ): ୧୯୯୯ ଅକ୍ଟୋବର ୨୯ର ମହାବାତ୍ୟା ଉପକୂଳବାସୀଙ୍କ ପାଇଁ ଦୁଃଖର ଦିନାଙ୍କ। ଏହି ଦିନର କାଳରାତ୍ରିରେ ମହାକାଳ ରଚିଥିଲା ମହାପ୍ରଳୟ। ୩୦୦ କିଲୋମିଟର ବେଗରେ ପବନ ସାଙ୍ଗକୁ ୨୫ ଫୁଟ ଉଚ୍ଚର ସମୁଦ୍ର ଜୁଆର ଆସି ଛାରକାର କରିଦେଇଥିଲା ଉପକୂଳର…

