ଓଡ଼ାପଡ଼ା ତହସିଲଦାର ନିଲମ୍ବିତ: କମିଶନରଙ୍କ ବିନା ଅନୁମତିରେ ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ
ଢେଙ୍କାନାଳ,୧୮ା୧୦(ରତନ ନାୟାର): ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଓଡ଼ିଶା ପ୍ରଶାସନିକ ସେବା କନିଷ୍ଠ ବ୍ୟାଚ୍ର ଅଧିକାରୀ ତଥା ଢେଙ୍କାନାଳ ଜିଲା ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀଙ୍କୁ ନିଲମ୍ବନ କରାଯାଇଛି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା…

