ରୋହିତ,ସେହ୍ବାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା
ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ ରେକର୍ଡ କରିଆସୁଥିବା କୋହଲି ଏଭଳି ଏକ ମାମଲାରେ ମଧ୍ୟ ନିଜର ଅଲଗା ପରିଚୟ…

