ମହିଳା ଦିନିକିଆ ବିଶ୍ୱକପ ୨୦୨୫ ପାଇଁ ଭାରତୀୟ ଦଳ ଘୋଷଣା ମୁମ୍ବାଇ,୧୯।୮: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ) ମହିଳା ଦିନିକିଆ ବିଶ୍ୱକପ ୨୦୨୫ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ହରମନପ୍ରୀତ କୌର ପ୍ରଥମ ଥର ପାଇଁ ୫୦ ଓଭର ବିଶ୍ୱକପରେ ଭାରତୀୟ ଦଳର ନେତୃତ୍ୱ ନେବେ। ଷ୍ଟାର...