ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି… ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ ବି ରାଜ୍ କରନ୍ତି। ସେ ହେଉଛନ୍ତି ଲିପ୍ସା ଶତପଥି, ତଥା ସମସ୍ତଙ୍କର ଅତି…