ଭୁବନେଶ୍ୱର,୧୯।୧୨: ରାଜସ୍ଥାନରେ ଶହୀଦ ହେଲେ ଓଡ଼ିଆ ଯବାନ। ପୋଖରାନରେ ଫାୟାରିଂ ଅଭ୍ୟାସ ବେଳେ ଟ୍ୟାଙ୍କ୍ରେ ବିସ୍ଫୋରଣ ଘଟି ଜଣେ ଓଡିଆ ଯବାନ ଶହୀଦ ହୋଇଛନ୍ତି। ସେ ହେଲେ…