‘ଆଶାଙ୍କ କଣ୍ଠରେ ‘ଳ’ ଉଚ୍ଚାରଣ ନ ହେବାରୁ କାଳିଆ ସ୍ଥାନରେ କରାଗଲା ମଣିମା’
ଭୁବନେଶ୍ୱର,୧୩ା୪: ଆଶା ଭୋସ୍ଲେ, ଭାରତୀୟ ସଙ୍ଗୀତ ଜଗତର ଅନ୍ୟତମ ଲୋକପ୍ରିୟ କଣ୍ଠଶିଳ୍ପୀ। ସଂଗୀତ ପ୍ରତି ସମର୍ପିତ ଏହି ଗାୟିକା ଭଜନ, ଗଜଲ, ଶାସ୍ତ୍ରୀୟ ସଙ୍ଗୀତ, ପପ୍ ମ୍ୟୁଜିକ୍ ଆଦିରେ ନିଜର ସ୍ବକୀୟତା ପ୍ରତିପାଦନ କରିଛନ୍ତି। ଦୀର୍ଘ ୮୦ ବର୍ଷରୁ ଊର୍ଦ୍ଧ୍ୱ କାଳ…


