ଓଡ଼ିଆ ଶିଶୁ ସାହିତ୍ୟର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ଆଲୋଚନା ଭୁବନେଶ୍ୱର,୯ା୯: ସ୍ଥାନୀୟ ବୁଦ୍ଧମନ୍ଦିର ପରିସରରେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ବଉଳଫୁଲ ଶିଶୁ ସାହିତ୍ୟ ସଂସଦର ମିଳିତ ଆନୁକୂଲ୍ୟରେ ବିଶିଷ୍ଟ ଶିଶୁ ସାହିତି୍ୟକ ତଥା ‘ଗାଁ ଭୂଇଁ’ ପତ୍ରିକାର ସମ୍ପାଦକ ସ୍ବର୍ଗତ ବୀରକିଶୋର ପାଢ଼ୀଙ୍କ ସ୍ମୃତି ସଭା ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା…